Masthead

ଛତିଶଗଡକୁ ନା

ନୂଆପଡା (ବଡ଼ ଖବର ବ୍ୟୁରୋ): ନୂଆପଡାରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଚିନ୍ତାରେ ଜିଲ୍ଲା ତଥା ବ୍ଲକ ପ୍ରଶାସନ । ଯାହା ଫଳରେ ନୂଆପଡା ବାସୀଙ୍କୁ ଛତିଶଗଡ ଯିବାକୁ ବାରଣ କରାଯାଇଛି । ଏନେଇ ନୂଆପଡାରୁ ଛତିଶଗଡ ଯାଉଥିବା ସମସ୍ତ ବସ ଚଳାଚଳକୁ ବନ୍ଦ ଲାଗି ନିର୍ଦ୍ଦେଶ ଦିଆଯାଇଛି । କରୋନା ଲାଗି ଏଭଳି ନିଷ୍ପତ୍ତି ନେଇଛି ବୋଲି କହିଛି ଜିଲ୍ଲା ପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

ଅନ୍ୟପଟେ ବ୍ରହ୍ମଦପଡା ଗାଁରେ ଗୋଟିଏ ଦିନରେ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ପରେ ନୂଆଗାଁ ପଂଚାୟତରେ ବି ସମାନ ପରିସ୍ଥିତି । କେଉଁଠି ନା କେଉଁଠି ଛତିଶଗଡ ଲିଙ୍କ ଥିବା ଯୋଗୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ