Masthead

ବିଜୟ ଶୋଭାଯାତ୍ରାକୁ ନା: ନିର୍ବାଚନ କମିଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜୟ ଶୋଭାଯାତ୍ରାକୁ ନା । ବିଜୟ ଶୋଭାଯାତ୍ରାରେ ଲାଗିଲା କଟକଣା । କଟକଣା ଲଗାଇଲେ ନିର୍ବାଚନ କମିଶନ । ମେ’ ୨ ରେ ୫ ରାଜ୍ୟରେ ଭୋଟ ଗଣତି ହେବ । ତେବେ ଭୋଟ ଗଣତି ପରେ ବିଜୟୀ ପ୍ରାର୍ଥୀ କରିପାରିବେନି ଶୋଭାଯାତ୍ରା । କରୋନାର ଦ୍ରୁତ ସଂକ୍ରମଣ ଦୃଷ୍ଟିରେ ରଖି ନିଆଯାଇଛି ଏଭଳି ନିଷ୍ପତ୍ତି । ବିଜୟ ପ୍ରାର୍ଥୀଙ୍କ ପାଖରେ କେବଳ ଦୁଇ ଜଣ ରହିପାରିବେ ।

ରିଟର୍ଣ୍ଣିଂ ଅଫିସର ଦେବେ ସାର୍ଟିଫିକେଟ । ମେ ୨ରେ ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଓ ପୁଡୁଚେରୀର ହେବ ଭୋଟ ଗଣତି । ଫଳାଫଳ ପରେ ବିଜୟୀ ପ୍ରାର୍ଥୀ ଓ ଦଳୀୟ ନେତାମାନେ ବିଜୟ ଶୋଭାଯାତ୍ରା କଲେ ,ବହୁ ସଂଖ୍ୟାରେ ସମର୍ଥକ ଓ କର୍ମୀ ଏକାଠି ହେବା ସମ୍ଭାବନା ଅଧିକ ଅଛି । ଲୋକେ ଏକାଠି ହେଲେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ଏଭଳି ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା