Masthead

ଭୁବନେଶ୍ୱରରେ ଜିରୋ ନାଇଟ ସେଲିବ୍ରେସନ ମନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ନୂଆ ବର୍ଷ ଅବସରରେ ଆଜି ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ପକ୍ଷରୁ ନିଆଯାଇଛି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ୱତ୍ତି । ସହରରେ ଜିରୋ ନାଇଟ୍ ସେଲିବ୍ରେସନକୁ କଡା ନିଷେଧ କରାଯାଇଛି । କୋଭିଡ-୧୯କୁ ଦୃଷ୍ଟିରେ ରଖି ନିଆଯାଇଛି ଏହି ନିଷ୍ପତ୍ତି । ଓଡ଼ିଶା ସରକାର କୋଭିଡ-୧୯ ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବାପାଇଁ ନଭେମ୍ବର ୩୦ ରେ ଜାରି କରିଥିବା ଆଦେଶ ଅନୁସାରେ ସାମାଜିକ ସଭାକୁ ବାରଣ କରିଥିଲେ । ଏହି ଆଦେଶକୁ ଆଧାର କରି ବିଏମସି ଅଧିକାରୀ ରାଜ୍ୟରେ ଜିରୋ ନାଇଟ ସେଲିବ୍ରେସନକୁ ମନା କରିଛନ୍ତି ।

ବିଏମସି ଦ୍ୱାରା ପ୍ରକାଶିତ ସ୍ପଷ୍ଟୀକରଣ ଅନୁଯାୟୀ ହୋଟେଲ, କ୍ଲବ, କନଭେନସନ୍ ହଲ୍, କଲ୍ୟାଣ ମଣ୍ଡପରେ ଜିରୋ ନାଇଟ୍ ଉତ୍ସବ ସମେତ କୋଣସି ପ୍ରକାରର କାର୍ଯ୍ୟକ୍ରମ କିମ୍ବା ସଭାକୁ କଠୋର ବାରଣ କରାଯାଇଛି। ଏଥର ସମସ୍ତେ ଘରେ ରହି ନିଜ ପରିବାର ସହ ନୂଆବର୍ଷ ପାଳନ କରିବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା