Masthead

୩ ଜଣ ପାଇବେ ନୋବେଲ

ସ୍ୱିଡେନ(ବଡ଼ ଖବର ବ୍ୟୁରୋ): ମେଡିସିନ୍ ପାଇଁ ଘୋଷଣା ହେଲା ନୋବେଲ ପୁରସ୍କାର । ଯୁଗ୍ମ ଭାବେ ୩ ଜଣଙ୍କୁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ମିଳିବ । ହେପାଟାଇଟିସ୍-ସି ଭୂତାଣୁର ଚିହ୍ନଟ ପାଇଁ ହାର୍ଭେ ଜେ. ଅଲଟର, ମାଇକେଲ ହଟନ ଓ ଚାର୍ଲସ ଏମ. ରାଇସ ନୋବେଲ ପୁରସ୍କାର ପାଇବେ । ନୋବେଲ କମିଟିର ମୁଖ୍ୟ ଥୋମାସ୍ ପର୍ଲମାନ ଏହି ଘୋଷଣା କରିଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆକଳନ କରିଛି ଯେ ବିଶ୍ୱରେ ହେପାଟାଇଟିସରେ ପ୍ରତି ବର୍ଷ ୭୦ ନିୟୁତ ଆକ୍ରାନ୍ତ ହେଉଥିବା ବେଳେ ଚାରି ଲକ୍ଷ ଲୋକ ମୃତ୍ୟୁ ବରଣ କରୁଛନ୍ତି । କରୋନା ମହାମାରୀ ହେତୁ ଚଳିତ ବର୍ଷ ଔଷଧ ପୁରସ୍କାର ବିଶେଷ ମହତ୍ୱ ବହନ କରିଥଲା, ଯାହା ବିଶ୍ୱ ସମାଜ ତଥା ଅର୍ଥନୀତି ପାଇଁ ଡ଼ାକ୍ତରୀ ଅନୁସନ୍ଧାନର ଗୁରୁତ୍ୱକୁ ଦର୍ଶାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା