Masthead

ବେଞ୍ଜାମିନ ଲିଷ୍ଟ ଓ ଡେଭିଡ୍ ମାକମିଲାନଙ୍କୁ କେମିଷ୍ଟ୍ରିରେ ନୋବେଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ ): ୨୦୨୧ ପାଇଁ  ବେଞ୍ଜାମିନ ଲିଷ୍ଟ ଓ ଡେଭିଡ୍ ମାକମିଲାନଙ୍କୁ କେମିଷ୍ଟ୍ରିରେ ନୋବେଲ। ରସାୟନ ବିଜ୍ଞାନ ବା କେମିଷ୍ଟ୍ରିରେ ମର୍ଯ୍ୟାଦାଜନକ ନୋବେଲ ପୁରସ୍କାର ଘୋଷିତ ହୋଇଛି ।  ଷ୍ଟକହୋମ ସ୍ଥିତ ନୋବେଲ କମିଟି ପକ୍ଷରୁ ଆଜି ଟୁଇଟ କରି ଏହି ଘୋଷଣା କରାଯାଇଛି । ଆସିମେଟ୍ରିକ ଅର୍ଗାନୋକାଟାଲିସିସ କ୍ଷେତ୍ରରେ ଉଲ୍ଲେଖନୀୟ ଗବେଷଣା ପାଇଁ ସେମାନଙ୍କୁ ଏହି ପୁରସ୍କାର ଦିଆଯିବ । ମଙ୍ଗଳବାର ଭୌତିକ ବିଜ୍ଞାନ ବା ଫିଜିକ୍ସରେ ନୋବେଲ ପୁରସ୍କାର ଘୋଷଣା କରାଯାଇଥିଲା । ଜାପାନର ସ୍ବିକୁରୋ ମାନାବେ ଓ ଆମେରିକାର କ୍ଲାସ ହାସଲମ୍ୟାନ ଓ ଜର୍ଜିଓ ପାରିସିଙ୍କୁ ଏହି ପୁରସ୍କାର ଦିଆଯିବ । ଜଳବାୟୁର ଜଟିଳ ଭୌତିକ ପ୍ରକ୍ରିୟାର ଅଧ୍ୟୟନ ପାଇଁ ଉଭୟଙ୍କୁ ଯୁଗ୍ମଭାବେ ଏହି ପୁରସ୍କାର ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ