Masthead

ଅର୍ଥନୀତିରେ ଘୋଷଣା ହେଲା ନୋବେଲ ପୁରସ୍କାର

ଷ୍ଟକହୋମ, (ବଡ଼ ଖବର ବ୍ୟୁରୋ) : ଚଳିତ ବର୍ଷ ଘୋଷଣା ହୋଇଛି ଅର୍ଥନୀତିରେ ନୋବେଲ ପୁରସ୍କାର । ଆମେରିକାର ପାଉଲ ଆର ମିଲଗ୍ରମ୍ ଏବଂ ରବୋର୍ଟ ବି ୱିଲଶନଙ୍କୁ ଅର୍ଥନୀତିରେ ନୋବେଲ ପୁରସ୍କାର ମିଳିଛି । ଏନେଇ ନୋବେଲ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଇମ୍ପ୍ରୋଭମେଣ୍ଟସ୍ ଟୁ ଅକ୍ସନ ଥିଓରୀ ଏବଂ ଇନଭେସନ ଅଫ ନ୍ୟୁ ଅକ୍ସନ ଫର୍ମାଟ ପାଇଁ ଏହି ଦୁଇ ଆମେରିକୀୟଙ୍କୁ ନୋବେଲ ପୁରସ୍କାର ମିଳିଛି ।

ପାଉଲ ଆର ମିଲଗ୍ରମ୍ ଏବଂ ରବୋର୍ଟ ବି ୱିଲଶନ ଦୁହେଁ ଆମେରିକାର ଷ୍ଟାନଫୋର୍ଡ ୟୁନିଭରସିଟିରେ କାର୍ଯ୍ୟ କରନ୍ତି । ବର୍ତ୍ତମାନ ସମୟରେ ପାରମ୍ପରିକ ଅକ୍ସନ ଦ୍ୱାରା ସାମଗ୍ରୀ ଓ ସେବା ବିକ୍ରିୟ କରିବା କଷ୍ଟକର । ତାଙ୍କର ଏହି ଆବିଷ୍କାର ସାରା ବିଶ୍ୱରେ ବିକ୍ରେତା, କ୍ରେତା ଓ ଶୁଳ୍କଦାତାଙ୍କୁ ଉପକୃତ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ