Masthead

ପ୍ରାର୍ଥିପତ୍ର ଦାଖଲ କଲେ ମାନସ

ବାଲେଶ୍ୱର, (ବଡ଼ ଖବର ବ୍ୟୁରୋ) : ଉପନିର୍ବାଚନ ପାଇଁ ବାଲେଶ୍ୱର ଓ ତିର୍ତ୍ତୋଲ ରାଜନୀତି ସରଗରମ ହେବାରେ ଲାଗିଛି । ତିନି ପ୍ରମୁଖ ଦଳ ପ୍ରାର୍ଥୀ ତାଲିକା ଚୁଡାନ୍ତ କରିସାରିଲେଣି । ଆଜି ବାଲେଶ୍ୱରରେ ପ୍ରାର୍ଥିପତ୍ର ଦାଖଲ କରିଛି ବିଜେପି । ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ବିଜେପିରୁ ପ୍ରାର୍ଥୀ ହୋଇଥିବା ମାନସ କୁମାର ଦତ୍ତ ଆଜି ତାଙ୍କ ସମର୍ଥକମାନଙ୍କ ସହ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ôଚ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ପ୍ରାର୍ଥିପତ୍ର ଦାଖଲ ସମୟରେ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଉପସ୍ଥିତ ଥିଲେ । ନଭେମ୍ବର ୩ରେ ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ । ନଭେମ୍ବର ୧୦ରେ ଭୋଟ ଗଣତି ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି