Masthead

ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେ’ ୨୦ତାରିଖରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଆସନ୍ତା ୬ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ । ଓଡ଼ିଶାର ୫ ଲୋକସଭା ଓ ଏହା ଅନ୍ତର୍ଗତ ବିଧାନସଭା ଆସନ ସମେତ ୮ ରାଜ୍ୟର ୪୯ ଲୋକସଭା ଆସନରେ ପଡିବ ଭୋଟ।

ପଞ୍ଚମ ପର୍ଯ୍ୟାୟରେ ବିହାରର ୫, ଝାଡଖଣ୍ଡର ୩, ମହାରାଷ୍ଟ୍ର ୧୩, ଉତ୍ତରପ୍ରଦେଶର ୧୪, ପଶ୍ଚିମବଙ୍ଗର ୭, ଜାମୁ ଓ କାଶ୍ମୀରର ଗୋଟିଏ ଓ ଲଦାଖର ଗୋଟିଏ ଆସନରେ ହେବ ଭୋଟ। ଜୁନ ୪ରେ ପ୍ରକାଶ ପାଇବ ଫଳ। ବର୍ତ୍ତମାନ ସୁଦ୍ଧା ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବାବେଳେ ଆଉ ୫ଟି ପର୍ଯ୍ୟାୟ ମତଦାନ ବାକି ରହିଛି। ମେ ୭ରେ ହେବ ତୃତୀୟ ପର୍ଯ୍ୟାୟ ମତଦାନ। ସେହିପରି ମେ ୧୪ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ ଏବଂ ଜୁନ ୧ରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘରେ ପଶି ଦଳିଦେଲା ଦନ୍ତା 🔴 ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ Z ସୁରକ୍ଷା 🔴 ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ 🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 ଘରେ ପଶି ଦଳିଦେଲା ଦନ୍ତା 🔴 ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ Z ସୁରକ୍ଷା 🔴 ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ 🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା!