Masthead

ଆଉ ବିଜେବି କଲେଜରେ ପଶିପାରିବେନି ଅଣଛାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉ ବିଜେବି କଲେଜରେ ପଶିପାରିବେନି ଅଣଛାତ୍ର । ଅଣଛାତ୍ରଙ୍କ ପ୍ରବେଶକୁ ନୋଟିସ ମାରିଲେ କର୍ତ୍ତୃପକ୍ଷ । କ୍ୟାମ୍ପସ ଭିତରେ ମାରପିଟ୍ ଓ ଅଶାନ୍ତ ସ୍ଥିତି ସୃଷ୍ଟି କରୁଥିବାରୁ ଏଭଳି ପଦକ୍ଷେପ ନେଇଛନ୍ତି କର୍ତ୍ତୃପକ୍ଷ । ଏନେଇ କଲେଜରେ ପୋଷ୍ଟର ଲଗାଯାଇଛି । ଗତକାଲି କ୍ୟାମ୍ପସରେ ଅଣଛାତ୍ରଙ୍କ ପ୍ରବେଶରେ ରୋକ ଲଗାଇବା ପାଇଁ କଲେଜରେ ବୈଠକ ବସିଥିଲା ।

କଲେଜ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ସାମିଲ ହୋଇଥିଲା ପୋଲିସ । ଅଣଛାତ୍ରଙ୍କ ଗଣ୍ଡଗୋଳ ଘଟଣାରେ ଆକ୍ସନ ମୋଡ଼କୁ ଆସିଛି ବଡଗଡ଼ ପୋଲିସ । ଏହାପୂର୍ବରୁ କ୍ୟାମ୍ପସରେ କ୍ରିକେଟ ଖେଳକୁ ନେଇ ହୋଇଥିବା ଗଣ୍ଡଗୋଳ ଘଟଣାରେ ୮ ଜଣ ଗିରଫ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା