Masthead

ମୌସୁମୀ ବର୍ଷା ପରିମାଣ ୯୬% ହେବ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଏବର୍ଷ ସ୍ୱାଭାବିକ ବର୍ଷା । ମୌସୁମୀ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ବର୍ଷ ସ୍ୱାଭାବିକ ଭାବେ ମୌସୁମୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ମୌସୁମୀ ବର୍ଷା ପରିମାଣ ୯୬ପ୍ରତିଶତ ହେବ ବୋଲି ପୂର୍ବାନୁମାନ କରାଯାଇଥିଲା । ମୌସୁମୀରେ ଦେଶରେ ହାରାହାରି ୮୭ ସେଣ୍ଟିମିଟର ବର୍ଷା ହୋଇଥାଏ । ଚଳିତ ବର୍ଷ ୯୬ ପ୍ରତିଶତ ହିସାବରେ ୮୩.୫ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ୯୬ ପ୍ରତିଶତରୁ ୧୦୪ ପ୍ରତିଶତ ବର୍ଷା ହେଲେ ତାହାକୁ ସ୍ୱାଭାବିକ ବର୍ଷା କୁହାଯାଏ ବୋଲି ଆଇଏମଡି ଡିଜି କହିଛନ୍ତି । ମୌସୁମୀର ଦ୍ୱିତୀୟାର୍ଦ୍ଧରେ ଏଲ-ନିନୋ ସମସ୍ୟାର ସମ୍ଭାବନା ରହିଛି । ଏଲ-ନିନୋ ସମ୍ଭାବନା ଥିଲେ ମଧ୍ୟ ବର୍ଷା ପରିମାଣ କମିବ ନାହିଁ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଚାଷୀଙ୍କ ପାଇଁ ଖୁସି ଆଣି ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ