Masthead

ଚାଇନା ଭ୍ୟାକ୍ସିନ ନେବାକୁ ମନା କଲା ଉତ୍ତର କୋରିଆ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ଦେଶ ମହାମାରୀ କରୋନା ସହ ଲଢୁଛି । ଇତିମଧ୍ୟରେ ଚାଇନା ଭ୍ୟାକ୍ସିନ ନେବାକୁ ମନା କଲା ଉତ୍ତର କୋରିଆ । ତେବେ ଏହି ଭ୍ୟାକ୍ସିନ ଗୁଡିକ ପ୍ରାଥମିକ ଟୀକାକରଣ ପାଇଁ ଉତ୍ତରକୋରିଆକୁ ଦେବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ହେଲେ ପାଖାପାଖି ୩ ମିଲିୟନ ସିନୋବୈକ ଭ୍ୟାକ୍ସିନକୁ ଆବଶ୍ୟକ କରୁଥିବା ଦେଶମାନଙ୍କୁ ଏହାକୁ ଦେବା ପାଇଁ ପରାମର୍ଶ ଦେଇଛି ଉତ୍ତରକୋରିଆ । ଅପରପକ୍ଷେ ବିଶ୍ୱର ଅନେକ ଦେଶମାନଙ୍କରେ କୋଭିଡ ମହାମାରୀ ଫଳରେ ତାଙ୍କର ଆର୍ଥିକ ମେରୁଦଣ୍ଡ ଭାଙ୍ଗିଯାଇଛି ।

ଯାହାଫଳରେ ଅନେକ ଦେଶମାନଙ୍କରେ ପ୍ରାଥମିକ ଟୀକାକରଣ ମଧ୍ୟ ସମ୍ଭବ ହୋଇପାରୁ ନାହିଁ । ଏସବୁକୁ ଦୃଷ୍ଟିରେ ରଖି ଉତ୍ତର କୋରିଆ ଏପରି ନିଷ୍ପତ୍ତି ନେଇଛି ବୋଲି ସୂଚନା ମିଳିଛି । । ବିଶ୍ୱର ଗରିବ ଦେଶମାନଙ୍କୁ ଟିକାକରଣ କରିବା ହିଁ ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ବୋଲି ସ୍ପଷ୍ଟ କରିଛି ଡଐଙ । ଏହା ଛଡା ୧୯ ଅଗଷ୍ଟ ପର୍ଯ୍ୟନ୍ତ ଉତ୍ତରକୋରିଆରେ କୌଣସି ନୂଆ ସଂକ୍ରମିତ ଚିହ୍ନଟ ହୋଇନାହାଁନ୍ତି ବୋଲି ଡଐଙ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି