Masthead

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମକରଣ ଉତ୍ସବ

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ନାମରେ ନାମିତ

ବାରିପଦା(ବଡ଼ ଖବର ବ୍ୟୁରୋ): ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜର ପୂର୍ବତନ ମହାରଜା ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ନାମରେ ନାମିତ କରାଯାଇଛି ।ଏନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।ଏହା ସହିତ ବିଶ୍ୱବିଦ୍ୟାଳୟ ଲାଇବ୍ରେରୀର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ ।

ସୂଚନାଯୋଗ୍ୟ ଯେ ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି ଏବଂ ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ୧୫୦ ତମ ଜୟନ୍ତୀ ପାଳନ ଅବସରରେ ଏହି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ