Masthead

ଦଶପଲ୍ଲାର ୧୦୮ ନମ୍ୱର ବୁଥରେ ଖଣ୍ଡେ ହେଲେ ଭୋଟ ପଡ଼ି ନାହିଁ

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ସ୍କୁଲ ନାହିଁ ତ ଭୋଟ ନାହିଁ । ସ୍କୁଲ ବନ୍ଦ ହେବାରୁ ଗ୍ରାମବାସୀଙ୍କ ଭୋଟ ବର୍ଜନ । ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଖଇରା ପଙ୍କାଳ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି । ଫଳରେ ଦଶପଲ୍ଲାର ୧୦୮ ନମ୍ୱର ବୁଥରେ ଖଣ୍ଡେ ହେଲେ ଭୋଟ ପଡ଼ି ନାହିଁ । ଗ୍ରାମବାସୀଙ୍କ ଅଭିଯୋଗ ପୁରୁଣା ସ୍କୁଲକୁ ସରକାର ବନ୍ଦ କରିଦେଇଛନ୍ତି ।

ଫଳରେ ଛୋଟ ଛୋଟ ପିଲା ପାଠ ପଢା ପାଇଁ ଦୂରକୁ ଯାଇ ସମସ୍ୟା ଭୋଗୁଛନ୍ତି । ସ୍କୁଲ ନାହିଁ ତ ଭୋଟ ନାହିଁ ଦାବିରେ ଖଇରା ପଙ୍କାଳ ଗାଁ ଲୋକମାନେ ଭୋଟ ବର୍ଜନ କରିଛନ୍ତି । ଏହି ବୁଥରେ ୪ଶହରୁ ଉର୍ଦ୍ଧ ଭୋଟର ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ