Masthead

“ସାର ନୁହଁ ବସ୍ ଡାକ”

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମୋଦୀ ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପରେ ଦେଶକୁ ମିଳିଛି ନୂଆ ରେଳମନ୍ତ୍ରୀ । ଆଉ ମନ୍ତ୍ରାଳୟର ଦାୟିତ୍ୱ ନେବା ପରଠାରୁ ନିଜ କାର୍ୟ୍ୟଶୈଳୀ ପାଇଁ ଚର୍ଚ୍ଚାରେ ଅଛନ୍ତି ଅଶ୍ୱିନୀ ବୈଷ୍ଣବ । ଦାୟିତ୍ୱ ନେବା ପରେ, ଅଫିସରେ କାମ କରିବାର ସମୟ ପରିବର୍ତ୍ତନ କରିଦେଲେ ରେଳମନ୍ତ୍ରୀ । ଆଉ ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ।

ରେଳ ବିଭାଗର ଜଣେ ଇଂଜିନିୟରଙ୍କୁ ‘ବସ’ ଡାକିବା ପାଇଁ କହୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଭିଡିଓରେ ବେସ ହାଲୁକା ଢଙ୍ଗରେ ନଜର ଆସୁଛନ୍ତି ମନ୍ତ୍ରୀ ।ଶୁକ୍ରବାର ରେଳବାଇ ସିଗ୍ନାଲ ବିଭାଗର ଜଣେ ଇଂଜିନିୟରଙ୍କ ସହ ମନ୍ତ୍ରୀଙ୍କ ପରିଚୟ କରାଇ ଦେଇଥିଲେ ବିଭାଗୀୟ ଉଚ୍ଚ ଅଧିକାରୀ । ପରିଚୟ ଦେଲାବେଳେ କହିଥିଲେ ଯେ, ଇଂଜିନିୟର ଜଣକ ସେହି କଲେଜରେ ପାଠ ପଢୁଥିଲେ ଯେଉଁଠାରେ ପଢିଥିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏହାପରେ ତାଙ୍କୁ କୁଣ୍ଢାଇ ପକାଇଥିଲେ ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ