Masthead

ରାଜ୍ୟ ସରକାରଙ୍କୁ ନୋଟିସ୍

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ବଗଲା ଧର୍ମଶାଳା ଜମି ବିବାଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ସମେତ ୨୩ ଜଣ ପ୍ରତିପକ୍ଷଙ୍କୁ ନୋଟିସ୍ କରିଛନ୍ତି ହାଇକୋର୍ଟ। ଏହା ସହ ଜମି କିଣିଥିବା ୬ଜଣଙ୍କୁ ମଧ୍ୟ ନୋଟିସ୍ କରାଯାଇଛି। ରାଜସ୍ୱ ପର୍ଷଦ ସଦସ୍ୟ, ପୁରୀ କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ, ଓଡ଼ିଶା ବ୍ରିଜ କନଷ୍ଟ୍ରକସନ କର୍ପୋରେସନ, ପୁରୀ ମ୍ୟୁନିସିପାଲିଟି, ଶ୍ରୀମନ୍ଦିର ପ୍ରଶାସନ ଆଦିଙ୍କୁ ନୋଟିସ କରିଛନ୍ତି ହାଇକୋର୍ଟ।
ପୁରୀ ଜିଲ୍ଲାପାଳ ଓ ତହସିଲଦାର ଜବାବ ଦାଖଲ କରିଥିବାବେଳେ ଆବେଦନକାରୀଙ୍କୁ ସେମାନଙ୍କ ପକ୍ଷ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ଡକ୍ଟର ବି.ଆର୍. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଜେପି ନେତା ସମ୍ବିତ ପାତ୍ରଙ୍କ ପକ୍ଷରୁ ରୁଜୁ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ