Masthead

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା ବିଜ୍ଞପ୍ତି । ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ କରାଯିବ । ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମେ ୧୪ ତାରିଖ ଯାଏ ନାମାଙ୍କନ ପତ୍ର ଦାଖଲ ଚାଲିବ। ମେ ୧୫ରେ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବା ପାଇଁ ସମୟ ଧାର୍ୟ୍ୟ ହୋଇଥିବା ବେଳେ ୧୭ ତାରିଖରେ ପ୍ରତ୍ୟାହାର କରାଯିବ। ଜୁନ୍‌ ୧ ତାରିଖରେ ଭୋଟ ଗ୍ରହଣ ହେବ ଓ ୪ ତାରିଖରେ ଫଳାଫଳ ପ୍ରକାଶ ପାଇବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ