Masthead

କୁଖ୍ୟାତ ଅପରାଧୀ ହାଇଦର ଫେରାର

କଟକ(ବଡ଼ ଖବର ବ୍ୟୁରୋ): କୁଖ୍ୟାତ ଅପରାଧୀ ହାଇଦର ଫେରାର। କଟକ ବଡ଼ ମେଡିକାଲର ସର୍ଜରୀ ୱାର୍ଡରୁ ଫେରାର ହୋଇଯାଇଛି ହାଇଦର। ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲର ଭର୍ତ୍ତି ହୋଇଥିବା ବେଳେ ଚକମା ଦେଇ ଖସିଯାଇଛି ହାଇଦର। ୧୨ ଦିନ ତଳେ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଥିଲା ହାଇଦର।

ସୂଚନାନୁଯାୟୀ, ସମ୍ବଲପୁର ସର୍କଲ ଜେଲରେ ବନ୍ଦୀ ଜୀବନ ବିତାଉଥିଲା ହାଇଦର। ଅସୁସ୍ଥ ହେବାରୁ ତାକୁ  କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। କଟକ ବଡ଼ ମେଡିକାଲରେ ଜଗିବା ପାଇଁ ନିୟୋଜିତ ଥିବା ସୁରକ୍ଷା କର୍ମୀଙ୍କୁ ନିଷାଦେଇ ଫେରାର  ହୋଇଯାଇଛି ହାଇଦର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ