Masthead

କୁଖ୍ୟାତ ଅପରାଧୀ ହାଇଦର ଫେରାର

କଟକ(ବଡ଼ ଖବର ବ୍ୟୁରୋ): କୁଖ୍ୟାତ ଅପରାଧୀ ହାଇଦର ଫେରାର। କଟକ ବଡ଼ ମେଡିକାଲର ସର୍ଜରୀ ୱାର୍ଡରୁ ଫେରାର ହୋଇଯାଇଛି ହାଇଦର। ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲର ଭର୍ତ୍ତି ହୋଇଥିବା ବେଳେ ଚକମା ଦେଇ ଖସିଯାଇଛି ହାଇଦର। ୧୨ ଦିନ ତଳେ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଥିଲା ହାଇଦର।

ସୂଚନାନୁଯାୟୀ, ସମ୍ବଲପୁର ସର୍କଲ ଜେଲରେ ବନ୍ଦୀ ଜୀବନ ବିତାଉଥିଲା ହାଇଦର। ଅସୁସ୍ଥ ହେବାରୁ ତାକୁ  କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। କଟକ ବଡ଼ ମେଡିକାଲରେ ଜଗିବା ପାଇଁ ନିୟୋଜିତ ଥିବା ସୁରକ୍ଷା କର୍ମୀଙ୍କୁ ନିଷାଦେଇ ଫେରାର  ହୋଇଯାଇଛି ହାଇଦର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ