Masthead

ଟ୍ୱିଟର ବିବାଦ ପରେ ଏବେ ଫେସବୁକ ଏବଂ ଗୁଗୁଲର ପାଳି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟ୍ୱିଟର ବିବାଦ ପରେ ଏବେ ଫେସବୁକ ଏବଂ ଗୁଗୁଲର ପାଳି । ମଙ୍ଗଳବାର ଆଇଟି ମନ୍ତ୍ରାଳୟର ଷ୍ଟାଣ୍ଡିଂ କମିଟି ଆଗରେ ହାଜର ହେବେ ଫେସବୁକ୍ ଓ ଗୁଗୁଲର ଅଧିକାରୀ । ଏହି ଦୁଇ ଆମେରିକୀୟ କମ୍ପାନୀର ଭାରତୀୟ ପ୍ରତିନିଧିଙ୍କୁ କଂଗ୍ରେସ ସାଂସଦ ଶଶୀ ଥରୁରଙ୍କ ନେତୃତ୍ୱାଧୀନ କମିଟି ଆଗରେ ହାଜର ହେବାକୁ କହିଛନ୍ତି କେନ୍ଦ୍ର ସରକାର ।

ସୋସିଆଲ ମିଡିଆ ୟୁଜରଙ୍କ ଅଧିକାର ଏବଂ ଅପବ୍ୟବହାର ବାବଦରେ ଷ୍ଟାଣ୍ଡିଂ କମିଟି ଆଗରେ ଜବାବ ରଖିବେ ୨ କମ୍ପାନୀର ଭାରତୀୟ ଅଧିକାରୀ ।କେନ୍ଦ୍ର ସରକାର ବୈଠକ ବାବଦରେ ଏହି ଦୁଇ କମ୍ପାନୀର ଭାରତୀୟ ଅଧିକାରୀଙ୍କୁ ଅବଗତ କରାଇଛନ୍ତି । ଯେଉଁଥିରେ ସୋଶିଆଲ ମିଡିଆର ୟୁଜରଙ୍କ ବ୍ୟକ୍ତିଗତ ତଥ୍ୟ କିଭଳି ଗୋପନୀୟ ରହିବ ଏବଂ ବିଭିନ୍ନ ପ୍ରକାର ଗୁଜବ ନ୍ୟୁଜକୁ ରୋକି ହେବ ସେ ନେଇ କମିଟି ପଚାରିବ । ଏଥିସହ ସମସ୍ତ ଆବଶ୍ୟକ ପ୍ରମାଣ ଦାଖଲ କରିବେ ଫେସବୁକ୍ ଓ ଗୁଗୁଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି