Masthead

ଲୁଣା ଜଙ୍ଗଲ ସୁରକ୍ଷା ଓ ସଚେତନତା କ୍ୟାମ୍ପ

ଜଳେଶ୍ୱର(ବଡ଼ କବର ବ୍ୟୁରୋ):ନବମ ଲୁଣା ଜଙ୍ଗଲ ପ୍ରତିଷ୍ଠା ଦିବସ ଉପଲକ୍ଷେ ଜଳେଶ୍ୱର ରେଞ୍ଜର ଜୟଶ୍ରୀ ମୁର୍ମୁଙ୍କ ପୌରହିତରେ ଉଦୟପୁର ଫରେଷ୍ଟ ବିଭାଗ ପକ୍ଷରୁ ସଚେତନତା ବାର୍ତ୍ତା ଉସôବ ଅନୁଷ୍ଠିତ ହୋଇଛି । ଏହି ଉସôବ କାର୍ୟ୍ୟକ୍ରମକୁ ରେଞ୍ଜର ଜୟଶ୍ରୀ ମୁର୍ମ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଵା ବେଳେ ସକାଳୁ ସକାଳୁ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ବୁଦ୍ଧିଜୀବି ମାନଙ୍କୁ ନେଇ ଏକ ବିଶାଳ ସାଇକେଲ ରାଲି ବିଚିତ୍ରପୁର ନେଚର କ୍ୟାମ୍ପଠାରୁ ଆରମ୍ଭ କରିବା ସହିତ ପୁରା ଅଞ୍ଚଳରେ ପରିକ୍ରମା କରି ଲୋକଙ୍କୁ ସଚେତନ କରାଯାଇଥିଲା । ଏହି କାର୍ୟ୍ୟକ୍ରମ ଅବସରରେ ବିଭିନ୍ନ ପ୍ରତିଯୋଗିତା ହୋଇଥିବା ବେଳେ ପ୍ରଥମ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ସୁଭମ ଚାନ୍ଦ ପୁରସ୍କାର ବିତରଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ