Masthead

ପୁଟିନଙ୍କୁ ଭେଟିଲେ ଏନଏସଏ

ନୂଆଦିଲ୍ଲୀ : ଆଜି ମସ୍କୋରେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି ଭାରତୀୟ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ । ଏହି ସାକ୍ଷାତକାର ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ସହ ଉଭୟ ଦେଶ ରଣନୈତିକ ଭାଗିଦାରୀ ଦିଗରେ କାର୍ୟ୍ୟ ଜାରି ରଖିବାକୁ ସହମତି ପ୍ରକାଶ କରିଛନ୍ତି । ୟୁକ୍ରେନ ସହ ଯୁର୍ଦ୍ଧ କାରଣରୁ ପାଶ୍ଚାତ୍ୟ ଦେଶମାନେ ରୁଷକୁ ସମ୍ପୁର୍ଣ୍ଣ ଏକ ଘରକିଆ କରିଥିବାବେଳେ ଭାରତ ନିଜର ସମ୍ପର୍କ ବଜାଇ ରଖିଛି ।

ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିବା କହିଛି ଋଷରେ ଥିବା ଭାରତୀୟ ଦୂତାବାସର । ହେଲେ ଏହି ସାକ୍ଷାତକୁ ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦିଆଯାଇନାହିଁ । ଏନଏସଏ ଅଜିତ ଡୋଭାଲଙ୍କ ଗସ୍ତର ୩ମାସ ପୂର୍ବରୁ ବିଦେଶମନ୍ତ୍ରୀ ଏସ୍ ଜୟଶଙ୍କର ମଧ୍ୟ ରୁଷ ଗସ୍ତରେ ଯାଇଥିଲେ । ସେତେବେଳେ ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ କ୍ଷେତ୍ରରେ ଅନେକ ଚୁକ୍ତିନାମା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ