Masthead

ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ। ଶ୍ରୀମନ୍ଦିର ସୁରକ୍ଷା କୁ ନେଇ ଏନ.ଏସ.ଜି ର ଟିମ ପହଂଚିଥିବା ବେଳେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ସହ କରୁଛି ଆଲୋଚନା। ଜିଲ୍ଲା ପୋଲିସ ସହ ମଧ୍ୟ ପୂର୍ବରୁ ଆଲୋଚନା କରିଥିବା ବେଳେ ପୁରୀ ଏସପି ଙ୍କ ସହ ଟିମ ଅଧିକ ଆଲୋଚନା କରିବା ନେଇ ରହିଅଛି କାର୍ଯ୍ୟକ୍ରମ। ପହଲଗାମ ଆକ୍ରମଣ ପରେ ଏନଏସଜି ଟିମ ପୁରୀରେ ପହଞ୍ଚି ଥିବା ବେଳେ ସୁରକ୍ଷା ନେଇ ହେବ ଆଲୋଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା