Masthead

ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ଏନଏସଜିର ସ୍ୱତନ୍ତ୍ର ଟିମ। ଶ୍ରୀମନ୍ଦିର ସୁରକ୍ଷା କୁ ନେଇ ଏନ.ଏସ.ଜି ର ଟିମ ପହଂଚିଥିବା ବେଳେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ସହ କରୁଛି ଆଲୋଚନା। ଜିଲ୍ଲା ପୋଲିସ ସହ ମଧ୍ୟ ପୂର୍ବରୁ ଆଲୋଚନା କରିଥିବା ବେଳେ ପୁରୀ ଏସପି ଙ୍କ ସହ ଟିମ ଅଧିକ ଆଲୋଚନା କରିବା ନେଇ ରହିଅଛି କାର୍ଯ୍ୟକ୍ରମ। ପହଲଗାମ ଆକ୍ରମଣ ପରେ ଏନଏସଜି ଟିମ ପୁରୀରେ ପହଞ୍ଚି ଥିବା ବେଳେ ସୁରକ୍ଷା ନେଇ ହେବ ଆଲୋଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ