Masthead

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ; ମା’ଙ୍କ ପାଖରେ ଲାଗି ହେବ ନବାହ୍ନ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଆଜି ଲାଗି ହେବ ନବାନ୍ନ। ନୂଆଁଖାଇ ପାଇଁ ଘରେ ଘରେ ଆରମ୍ଭ ହୋଇଗଲାଣି ପିଠାପଣା ପ୍ରସ୍ତୁତି । ଏହାପରେ ଘରେ ଘରେ ନୂଆ ଖାଇବେ ସମସ୍ତେ।

ନିର୍ଦ୍ଧାରିତ ଲଗ୍ନ ଅନୁସାରେ ପଶ୍ଚିମ ଓଡିଶାର ଇଷ୍ଟଦେବୀ ମାଁ ସମଲେଶ୍ୱରୀଙ୍କ ନିକଟରେ ସକାଳ ୧୦ଟା ୨୭ ରୁ ୧୦ଟା ୪୨ ମଧ୍ୟରେ ମାଙ୍କ ନିକଟରେ ନବାନ୍ନ ଲାଗି ହେବ । ଚାଷୀମାନେ ନିଜର ନୂଆ ଫସଲକୁ ଇଷ୍ଟ ଦେବାଦେବୀଙ୍କୁ ଅର୍ପଣ କରିଥାନ୍ତି । ନୂଆଁଲାଗି ସାରିବା ପରେ ପରିବାର ସହ ଏକାଠି ନୂଆଁଖାଇବେ ପଶ୍ଚିମ ଓଡ଼ିଶାବାସୀ । ପରେ ଜୁହାରଭେଟ୍ ତାପରେ ନୂଆଁଖାଇ ଭେଟଘାଟରେ ଦୁଲୁକିବ ଗାଁଠୁ ସହର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ