Masthead

ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ଫୁଟୁଛି ଫୁଲ । ଶଙ୍ଖ ଆଉ ହାତ ନିରାଶ ହେବାରେ ଲାଗିଛି । ଏକାଦଶ ରାଉଣ୍ଡ ସୁଦ୍ଧା ଆଗୁଆ ଅଛି ବିଜେପି । ୧୧ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ଆଗୁଆ ଅଛନ୍ତି । ଯାହାକି ତାଙ୍କ ବିଜୟକୁ ଧିରେ ଧିରେ ପକ୍କା କରୁଛି ।

ଅନ୍ୟପଟେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୧୧ରାଉଣ୍ଡ ସୁଦ୍ଧା ମାତ୍ର ୧୮୧୮୪ ଭୋଟ୍ ମିଳିଛି । ଆଉ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୧୫୩୩୭ ଖଣ୍ଡ ଭୋଟ୍ ମିଳିଛି । କୁହାଯାଉଛି ନବୀନଙ୍କ ବେଇମାନ ଶବ୍ଦ ନୂଆପଡ଼ା ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ନୂଆପଡ଼ାରେ ନବୀନଙ୍କ କ୍ରେଜ କମିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ