Masthead

ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ଫୁଟୁଛି ଫୁଲ । ଶଙ୍ଖ ଆଉ ହାତ ନିରାଶ ହେବାରେ ଲାଗିଛି । ଏକାଦଶ ରାଉଣ୍ଡ ସୁଦ୍ଧା ଆଗୁଆ ଅଛି ବିଜେପି । ୧୧ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ଆଗୁଆ ଅଛନ୍ତି । ଯାହାକି ତାଙ୍କ ବିଜୟକୁ ଧିରେ ଧିରେ ପକ୍କା କରୁଛି ।

ଅନ୍ୟପଟେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୧୧ରାଉଣ୍ଡ ସୁଦ୍ଧା ମାତ୍ର ୧୮୧୮୪ ଭୋଟ୍ ମିଳିଛି । ଆଉ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୧୫୩୩୭ ଖଣ୍ଡ ଭୋଟ୍ ମିଳିଛି । କୁହାଯାଉଛି ନବୀନଙ୍କ ବେଇମାନ ଶବ୍ଦ ନୂଆପଡ଼ା ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ନୂଆପଡ଼ାରେ ନବୀନଙ୍କ କ୍ରେଜ କମିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ