Masthead

ଜଳ କର ଛାଡ଼ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚାଷୀଙ୍କ ଧାରଣା

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଜଳ କର ଛାଡ଼ କରିବା ଦାବିରେ ନୂଆପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚାଷୀଙ୍କ ଧାରଣା। ଜଳ କର ନଦେଲେ ହୋଇ ପାରୁନି ଖରିପ ଧାନ ବିକ୍ରି ପାଇଁ ନାମ ପଞ୍ଜିକରଣ । ଚିନ୍ତାରେ ଚାଷୀ। ଆସନ୍ତା ୧୫ ତାରିଖ ହେଉଛି ପଞ୍ଜିକରଣର ଶେଷ ତାରିଖ। ଏକା ଥରକେ ଦଶ ବର୍ଷର କର ଦେବା ପାଇଁ ନୋଟିସ ଆସିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଦଶ ବର୍ଷର କର ମୂଲ୍ୟ ବହୁତ ଅଧିକା ହୋଇଥିବାରୁ ଚାଷୀମାନେ ନାଦେଇ ପାରୁଛନ୍ତି ଜଳ କର ନା କରି ପାରୁଛନ୍ତି ଧାନ ବିକ୍ରି ପାଇଁ ନିଜର ନାମ ପଞ୍ଜିକରଣ।

ଆଜି ବିଶୋରା ପଞ୍ଚାୟତର ଚାଷୀମାନେ ଧାରଣା ଦେଇଥିବା ବେଳେ ଆଗାମୀ ଦିନର ଅନ୍ୟ ପଞ୍ଚାୟତର ଚାଷୀମାନେ ଆସିବେ ବୋଲି ଚାଷୀ ନେତା କହିଛନ୍ତି। ଅନ୍ୟପଟେ ଦୀର୍ଘ ଅନେକ ବର୍ଷ ଧରି ବିଜେଡି ସରକାର ଶାସନରେ ରହି ବି ଚାଷୀଙ୍କ ସମାଧାନ କରିନଥିବା କହି ବିଜେଡି ଉପରେ ବର୍ଷିଛନ୍ତି ଯୁବ ମୋର୍ଚ୍ଚା ସଭାପତି ଅଭିନନ୍ଦନ ପଣ୍ଡା।ସମସ୍ୟାର ସମାଧାନ ନ ହେଲେ ଚାଷୀ ଆନ୍ଦୋଳନ ହେବ ବୋଲି ଚାଷୀ ନେତାମାନେ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି