Masthead

ଜଳୁଛି ଓଡ଼ିଶା, କଲବଲ ହେଉଛନ୍ତି ଲୋକେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜଳୁଛି ଓଡ଼ିଶା । କଲବଲ ହେଉଛନ୍ତି ଲୋକେ । ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ତାପମାତ୍ରା ରେକର୍ଡ । ପଶ୍ଚିମ ଓଡ଼ିଶାରେ ଅଧିକ ତାତି ଅନୁଭୂତ ହେଉଛି ।୪୦ ଡିଗ୍ରୀ ଉପରେ ରାଜ୍ୟର ୨୫ ସହରର ତାପମାତ୍ରା । ଝାରସୁଗୁଡ଼ାରେ ୪୩. ୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ତାଳଚେରରେ ୪୩.୨, ଅନୁଗୁଳରେ ୪୩.୧, ସମ୍ବଲପୁରରେ ୪୨.୯ ତାତି ରେକର୍ଡ ହୋଇଛି । ସେହିପରି ଭୁବନେଶ୍ବରରେ ରେକର୍ଡ ହୋଇଛି ୪୨.୮ ଡିଗ୍ରୀ ତାପମାତ୍ରା ।

୨୬ରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । କେନ୍ଦ୍ରୀୟ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ସେହି ସମୟରେ କୁଆପଥର ବର୍ଷା ହୋଇପାରେ। ଏବେ ମୌସୁମୀ ଦୁର୍ବଳ ରହିଛି । ହେଲେ ସାମୟିକ ଆଶ୍ୱସ୍ତି ଆଣିବ କାଳବୈଶାଖୀ ବର୍ଷା । ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି