୧୨ ଘଣ୍ଟିଆ ନୂଆପଡ଼ା ବନ୍ଦ ଡାକରା

ନୂଆପଡ଼ା (ବଡ଼ ଖବର ବ୍ୟୁରୋ):  ୧୨ ଘଣ୍ଟିଆ ନୂଆପଡ଼ା ବନ୍ଦ ଡାକରା । ନୂଆପଡ଼ା ସ୍ୱାଭିମାନ ମଞ୍ଚ ପଡ଼ରୁ ବନ୍ଦ ଡାକରା ଦିଆଯାଇଛି । ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ଦାବି କରିଛି ନୂଆପଡ଼ା ସ୍ୱାଭିମାନ ମଞ୍ଚ। ବିଜେଡି ଜିଲ୍ଲା ସଭାପତି, ବିଜେଡି ଜିଲ୍ଲା ଯୁବ ସଭାପତି ପ୍ରମୂଖ ଆଜି ମନ୍ତ୍ରୀଙ୍କ ବିରୁଦ୍ଧରେ ତଦନ୍ତ ଦାବି କରି ନୂଆପଡ଼ା ସହର ବନ୍ଦ କରିଛନ୍ତି। ଦୁଇ ଦିନ ତଳେ ସାମ୍ବାଦିକ ସମ୍ମିଳନୀ କରି ମନ୍ତ୍ରୀଙ୍କ ଉପରେ ଭ୍ରଷ୍ଟାଚାର ଆରୋପ ଲଗାଇଥିଲେ ଦଳୀୟ ନେତା ମାନେ । ମନ୍ତ୍ରୀଙ୍କ ପ୍ରାର୍ଥୀତ୍ୱକୁ ମଧ୍ୟ ଏହି ନେତା ମାନେ ବିରୋଧ କରିଛନ୍ତି। ବନ୍ଦ ପ୍ରଭାଵରେ ସହରରେ ଦୋକାନ ବଜାର ବନ୍ଦ ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’