Masthead

ଡିଆଇଜିଙ୍କ ନୂଆପଡା ଗସ୍ତ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ସାଫିନ୍ ଅହମ୍ମଦଙ୍କ ନୂଆପଡା ଗସ୍ତ । ଶନିବାର ସୁନାବେଡା ଅଭୟାରଣ୍ୟ ମଧ୍ୟରେ ଥିବା ବିଭିର୍ନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି । ପରେ ଜିଲ୍ଲାର ସମସ୍ତ ପୋଲିସ ଅଧିକାରୀଙ୍କୁ ନେଇ ଏକ ସମିକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାରେ ମାଓ ଅଧ୍ୟୁଷିତ ଅଞ୍ଚଳରେ ରହିଥିବା ଦୁଇଟି ପଞ୍ଚାୟତବାସୀ କିଭଳି ନିର୍ଭୟର ସହ ଜୀବନ ଜାପନ କରି ଓ ମୌଳିକ ସୁବିଧାରୁ ବଞ୍ଚିତ ନ ହେବେ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା । ଏହାସହ ବୋଡେନ ବ୍ଲକଠାରେ ନବ ନିର୍ମିତ ବୋଡେନ ଥାନାକୁ ଉଦଘାଟନ କରିଥିଲେ । କୋଭିଡ-୧୯ର କଟକଣା ଭିତରେ କାର୍ୟ୍ୟକ୍ରମରେ ନୂଆପଡା ଏସପି, ଖଡିଆଳ ବିଧାୟକ ସମେତ ବରିଷ୍ଠ ଅଧିକାରୀ ଏବଂ ସାଧାରଣ ଜନତା ସାମିଲ ହୋଇଥିଲେ । କରୋନାରୁ ସୁସ୍ଥ ହୋଇଥିବା ଜିଲ୍ଲା ପୋଲିସ କର୍ମଚାରୀମାନଙ୍କୁ ଭେଟିବା ସହ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ଅନ୍ୟପଟେ ନୂଆପଡା ଜିଲ୍ଲାରେ ମାଓ ଗତିବିଧି କମିଛି ବୋଲି ସୂଚନା ଦେଇଛନ୍ତି ଦକ୍ଷିଣ ପଶ୍ଚିମାଳ ଡିଆଜି ସାଫିନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ