Masthead

୧୨ ଘଣ୍ଟିଆ ନୂଆପଡ଼ା ବନ୍ଦ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟିଆ ନୂଆପଡ଼ା ବନ୍ଦ । ଓବିସି ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ତ୍ରୀସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନରେ ଆସନ ସଂରକ୍ଷଣରେ ଓବିସି ବର୍ଗଙ୍କୁ ଅଣଦେଖା କରାଯାଉଛି । ଜିଲ୍ଲାରେ ଓବିସିଙ୍କ ସଂଖ୍ୟା ୫୧ ପ୍ରତିଶତ ଥିବା ବେଳେ ଓବିସିଙ୍କ ପାଇଁ ସଂରକ୍ଷଣ ଆସନ ସିଟ୍ ଦିଆଯାଇନାହିଁ ।

ଏହାକୁ ବିରୋଧ କରି ଆଜି ଜିଲ୍ଲା ଓବିସି ମଞ୍ଚ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରତିବାଦ କରାଯାଇଛି । ଜାତୀୟ ରାଜପଥ ୩୫୩କୁ ଅବରୋଧ କରାଯାଇଛି । ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ ଓ ଦୋକାନ ବଜାର ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି