Masthead

ପୁଣି ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ହଜାର ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୧୧୯୩ ସହକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଏମାନଙ୍କ ମଧ୍ୟରୁ ୬୯୫ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ରହିଛି ୪୯୮ । ତେବେ ରାଜ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୪୯ ଜଣ, ବାଲେଶ୍ୱରରୁ ୬୯ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୯ ଜଣ, କଟକରୁ ୧୬୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୩୧ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧୩ ଜଣ, ଜଗତସିଂହପୁରରୁ ୫୮ ଜଣ, ଯାଜପୁରରୁ ୫୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେଉଁଝରରୁ ୨୦ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନବରଙ୍ଗପୁରରୁ ୨ ଜଣ।

 ନୟାଗଡ଼ରୁ ୩୯ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ ପୁଲରୁ ୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୨ ହଜାର ୩୭୫କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୭୪ ହଜାର ୭୫୬ଜଣ ସୁସ୍ଥ ହେଲେଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ