Masthead

ଶ୍ରୀଲଙ୍କାକୁ ୫ ୱିକେଟ୍‌ରେ ହରାଇଲା ନ୍ୟୁଜିଲାଣ୍ଡ, ପାକିସ୍ତାନ ଆଗରେ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ବିଶ୍ବକପର ଗୁରୁତ୍ବପୂର୍ଣ୍ଣ ଲିଗ ମ୍ୟାଚରେ ଶ୍ରୀଲଙ୍କାକୁ ୫ ଓ୍ବିକେଟରେ ହରାଇଲା ନ୍ୟୁଜିଲାଣ୍ଡ। ଗୁରୁବାର ଶେଷ ଲିଗ ମ୍ୟାଚରେ ଶ୍ରୀଲଙ୍କାକୁ ହରାଇ ୧୦ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ଚତୁର୍ଥ ସ୍ଥାନରେ ରହିବା ସହ ସେମିଫାଇନାଲରେ ଥିବା ଆଶାକୁ ଉଜ୍ଜୀବିତ ରଖିଛି ନ୍ୟୁଜିଲାଣ୍ଡ। ତେବେ ନ୍ୟୁଜିଲାଣ୍ଡର ବିଜୟ ପରେ ପାକିସ୍ତାନ ଅଡୁଆ ବଢିଛି। ଏବେ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ତାଙ୍କୁ ଚମତ୍କାର ପ୍ରଦର୍ଶନ କରିବାକୁ ପଡିବ । ଯଦି ପାକିସ୍ତାନ ଦଳ ପ୍ରଥମେ ଇଂଲଣ୍ଡ ବିପକ୍ଷରେ ବ୍ୟାଟିଂ କରେ ତେବେ ଏହାକୁ ୨୮୭ରନ ବ୍ୟବଧାନରେ ଜିତିବାକୁ ପଡ଼ିବ।

ଏଥି ସହିତ ଯଦି ପାକିସ୍ତାନ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବାର ସୁଯୋଗ ପାଏ, ତେବେ ଇଂଲଣ୍ଡ ୧୬ଟି ବଲରେ କୌଣସି ଲକ୍ଷ୍ୟକୁ ହାସଲ କରିବାକୁ ପଡିବ। ଯଦି ପାକିସ୍ତାନ ଏବଂ ଆଫଗାନିସ୍ତାନ ବିଶ୍ୱକପରୁ ବାଦ୍‌ ପଡ଼ନ୍ତି ତେବେ ପ୍ରଥମ ସ୍ଥାନ ପାଇଥିବା ଭାରତୀୟ ଦଳ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବ।ତେବେ ଆଜି ଦୁଇଟି ମ୍ୟାଚ ଥିବବେଳେ ପୁନେରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ଆଫଗାନିସ୍ତା । ସେହିପରି ଇଡେନ ଗାର୍ଡେନରେ ହେବ ଅଷ୍ଟ୍ରେଲିଆ ଓ ବାଂଲାଦେଶ ମଧ୍ୟରେ ମୁକାବିଲା ହେବ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ