Masthead

ପ୍ରକାଶ ପାଇଲା ଓଏଏସ ରେଜଲ୍ଟ, ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ୫ ଝିଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଓଏଏସ ରେଜଲ୍ଟ । ସୁଦେବ କୁମାର ପୃଷ୍ଟି ଓଏଏସ ଟପ୍ପର ହୋଇଛନ୍ତି । ୧୬୪ ମହିଳାଙ୍କ ସମେତ ମୋଟ ୪୩୨ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ, ପ୍ରଣବ ରଂଜନ ସାହୁ ତୃତୀୟ, ୪-ବୈଶାଖୀ ଲେଙ୍କା, ୫-ଶ୍ୱେତଲିନା ମାହାନା, ୬- ଅଗ୍ନିଜା ଶିବଦତ୍ତା, ୭- ସନ୍ତୋଷ କୁମାର ପାତ୍ର, ୮- ମୀମାଂସା ସାହୁ, ୯- ବିନ୍ଦୁ ବଳୟ ରାଉତରାୟ । ୧୦ମ ସ୍ଥାନରେ ଅଛନ୍ତି ସୌମ୍ୟରଂଜନ ମହାପାତ୍ର । ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ୫ ଝିଅ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ