Masthead

‘ଓବିସି ଜନ ଜାଗରଣ ଯାତ୍ରା’, ରାଜ୍ୟ ସାରା ବୁଲିବ ପ୍ରଚାର ରଥ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ‘ଓବିସି ଜନ ଜାଗରଣ ଯାତ୍ରା’ କରିବ ଓବିସି ମୋର୍ଚ୍ଚ । ଢେଙ୍କାନାଳଠାରୁ ଯାତ୍ରା ଆରମ୍ଭ ହେବ । ସ୍ୱତନ୍ତ୍ର ଜନ ଜାଗରଣ ପ୍ରଚାର ରଥ ରାଜ୍ୟ ସାରା ବୁଲିବ । ପୋଷ୍ଟର, ଲିଫ ଲେଟ୍, କ୍ୟାସେଟ ମାଧ୍ୟମରେ ପ୍ରଚାର କରିବ ବିଜେପି । ସବୁ ନିର୍ବାଚନ ମଣ୍ଡଳୀରେ ପହଞ୍ଚି ସାରିବା ପରେ ଶେଷ ହେବ ଯାତ୍ରା । ରାଜ୍ୟ ସରକାର ୫୪ ପ୍ରତିଶତ ଲୋକଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଥିବା ବିଜେପି ଅଭିଯୋଗ କରିଛି ।

ପଛୁଆ ବର୍ଗଙ୍କୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ମିଳୁନାହିଁ ବୋଲି ପ୍ରଚାର କରିବ ଓବିସି ମୋର୍ଚ୍ଚା । ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଏ ନେଇ ଘୋଷଣା କରିଛି ବିଜେପି ଓବିସି ମୋର୍ଚ୍ଚା । ଏହି ଅବସରରେ ପୋଷ୍ଟର ଲିଫଲେଟ୍, ଏବଂ ଅଡିଓ ରିଲିଜ୍ କରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା