Masthead

ଜୁନ ୬ଯାଏଁ ବଢିଲା ଓବିସି ସର୍ବେକ୍ଷଣ ଅବଧି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢ଼ିଲା ଓବିସି ସର୍ବେକ୍ଷଣ ଅବଧି । ସାରା ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଜାରି ରହିଥିବାରୁ ଏହି ଅବଧିକୁ ବୃଦ୍ଧି କରାଯାଇଛି। ଜୁନ୍‌ ୬ ତାରିଖ ପର୍ଯ୍ୟନ୍ତ ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଓବିସି ସର୍ଭେ ମେ’ ୧ରୁ ମେ’ ୨୬ ପର୍ଯ୍ୟନ୍ତ ଚାଲିବା ନେଇ ଧାର୍ଯ୍ୟ କରାଯାଇଥିଲା। ତାତିକୁ ଦୃଷ୍ଟିରେ ରଖି ଅବଧିକୁ ବୃଦ୍ଧି କରାଯାଇଛି । ଏହି ଅବଧି ସମୟରେ ଛୁଟି ଦିନ ସମେତ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଏନୁମରେଟରମାନେ ଘରକୁ ଘର ବୁଲି ପଛୁଆ ବର୍ଗ ଲୋକଙ୍କ ତଥ୍ୟ ସଂଗ୍ରହ କରିବେ। ଯେଉଁ ପଛୁଆ ବର୍ଗ ଲୋକମାନେ ତଥ୍ୟ ପ୍ରଦାନ କରି ନାହାନ୍ତି ସେମାନେ ତଥ୍ୟ ପ୍ରଦାନ କରିବାକୁ ଆୟୋଗ ଅନୁରୋଧ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା