Masthead

କରୋନା ଲାଗି ବାତିଲ ହେଲା ଦିନିକିଆ ସିରିଜ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ପାଇଁ ବାତିଲ ହେଲା ଇଂଲଣ୍ଡ ସାଉଥ ଆଫ୍ରିକା ଦିନିକିଆ ସିରିଜ । ସାଉଥ ଆଫ୍ରିକା ଗସ୍ତରେ ଯାଇଥିବା ଇଂଲଣ୍ଡର ସମସ୍ତ ମ୍ୟାଚ ବାତିଲ ହୋଇଯାଇଛି । ଶୁକ୍ରବାର ସାଉଥ ଆଫ୍ରିକା ଦଳର ଜଣେ ଖେଳାଳି କରୋନା ପଜିଟିଭ୍ ଚିହ୍ନଟ ହେବାରୁ ଏହି ମ୍ୟାଚକୁ ରବିବାରକୁ ଘୁଞ୍ଚାଇ ଦିଆଯାଇଥିଲା । ଏହା ପରେ ରବିବାର ଇଂଲଣ୍ଡ ଦଳର ଆଉ ଦୁଇ ଜଣ କରୋନା ପଜିଟିଭ ଚିହ୍ନଟ ହେବାରୁ ସମସ୍ତ ୩ଟି ଦିନିକିଆ ସିରିଜକୁ ବାତିଲ କରାଯାଇଛି । ଅନ୍ୟପଟେ ଦକ୍ଷିଣ ଆଫ୍ରିକା ଦଳ ଏବଂ ଭିନେୟାର୍ଡ ହୋଟେଲ ମ୍ୟାନଜମେଣ୍ଟ କହିଛନ୍ତି ଯେ ବାୟୋ-ସୁରକ୍ଷିତ ପରିବେଶ ମଧ୍ୟରେ କରୋନା ଭାଇରସ କିପରି ସଂକ୍ରମିତ ହେଲା ତାହା ସେମାନେ ଅନୁସନ୍ଧାନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା