Masthead

ବିଶ୍ୱକପ୍‌ କ୍ରିକେଟ୍‌ରେ ଆଜି ଭାରତର ପ୍ରଥମ ପରୀକ୍ଷା, ଚିଦାମ୍ବରମ୍‌ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱକପ୍‌ କ୍ରିକେଟ୍‌ରେ ଆଜି ଭାରତର ପ୍ରଥମ ପରୀକ୍ଷା । ଚେନ୍ନାଇ ଚିଦାମ୍ବରମ୍‌ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ । ଅସୁସ୍ଥ ଶୁବମନ ଗିଲ୍‌ଙ୍କ ଖେଳିବା ନେଇ ସସପେନ୍ସ । ବିଜୟରୁ ଅଭିଯାନ ଆରମ୍ଭ କରିବାକୁ ଉଦ୍ୟମ କରିବେ ଦୁଇ ଦଳ । ସେପଟେ ଶୁଭମନ ଗିଲ ଅସୁସ୍ଥ ଥିବାରୁ ଇସାନ କିଶାନ କରିପାରନ୍ତି ଓପନିଂ । ୩ ସ୍ପିନରଙ୍କୁ ନେଇ ପଡିଆକୁ ଓହ୍ଲାଇପାରେ ଭାରତ । ମରେ ବିରାଟ କୋହଲି, ଶ୍ରେୟସ ଆୟାର, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ରବିଚନ୍ଦନ ଅଶ୍ବିନୀ, ଜସପ୍ରୀତ ବୁମରା, ମହମ୍ମଦ ସିରାଜ, କୁଲଦୀପ ଯାଦବଙ୍କୁ ସ୍ଥାନ ମିଳିପାରେ । ବିଶ୍ବକପ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ମଧ୍ୟ ଭାରତ ଭଲ ପ୍ରଦର୍ଶନ କରିଥିଲା । ଆଜି ବିଜୟରୁ ବିଶ୍ବକପ ଅଭିଯାନ ଆରମ୍ଭ କରିବାକୁ ଦଳ ଆଶା ରଖିଛି । ତେବେ କ୍ରିକେଟର ଦୁଇ ଚିର ପ୍ରତିଦ୍ୱନ୍ଦୀ ଅଷ୍ଟ୍ରେଲିଆ ଏବଂ ଇଣ୍ଡିଆ ମ୍ୟାଚ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି କ୍ରିକେଟ ପ୍ରେମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ