Masthead

ବାହାରିନରେ ଓଡ଼ିଆ ପାଳିଲେ ସାବିତ୍ରୀ ବ୍ରତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ବାହାରିନର ରାଜଧାନୀ ମାନାମାରେ ଧୂମଧାମରେ ପାଳିତ ହୋଇଛି ଓଡ଼ିଶାର ପବିତ୍ର ପର୍ବ ସାବିତ୍ରୀ ବ୍ରତ । ବାହାରିନ ଓଡ଼ିଆ ସମାଜର ପ୍ରାୟ ଶତାଧିକ ମହିଳା ଏକତ୍ରିତ ହୋଇ ଏହି ପବିତ୍ର ସାବିତ୍ରୀ ବ୍ରତ ପାଳନ କରିଥିଲେ ।

ଲକ୍ଷ୍ମୀ ନାରାୟଣ ମୂର୍ତ୍ତି ତିଆରି କରି ପୂଜାର୍ଚ୍ଚନା କରିଥିଲେ । ପରେ ସ୍ୱାମୀଙ୍କୁ ଅଭିବାଦନ ଜଣାଇ ଆଶୀର୍ବାଦ ଗ୍ରହଣ କରିଥିଲେ । ଓଡ଼ିଶାରୁ ୫୦୦୦ କିଲୋମିଟର ଦୂରରେ ରହି ମଧ୍ୟ ଆମ ଓଡ଼ିଆ ପରମ୍ପରାକୁ ବଜାୟ ରଖିଥିବାରୁ ସମସ୍ତ ମହିଳାମାନଙ୍କୁ ବାହାରିନ ଓଡ଼ିଆ ସମାଜର ସଭାପତି ରାମଚନ୍ଦ୍ର ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ