Masthead

ବାହାରିନରେ ଓଡ଼ିଆ ପାଳିଲେ ସାବିତ୍ରୀ ବ୍ରତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ବାହାରିନର ରାଜଧାନୀ ମାନାମାରେ ଧୂମଧାମରେ ପାଳିତ ହୋଇଛି ଓଡ଼ିଶାର ପବିତ୍ର ପର୍ବ ସାବିତ୍ରୀ ବ୍ରତ । ବାହାରିନ ଓଡ଼ିଆ ସମାଜର ପ୍ରାୟ ଶତାଧିକ ମହିଳା ଏକତ୍ରିତ ହୋଇ ଏହି ପବିତ୍ର ସାବିତ୍ରୀ ବ୍ରତ ପାଳନ କରିଥିଲେ ।

ଲକ୍ଷ୍ମୀ ନାରାୟଣ ମୂର୍ତ୍ତି ତିଆରି କରି ପୂଜାର୍ଚ୍ଚନା କରିଥିଲେ । ପରେ ସ୍ୱାମୀଙ୍କୁ ଅଭିବାଦନ ଜଣାଇ ଆଶୀର୍ବାଦ ଗ୍ରହଣ କରିଥିଲେ । ଓଡ଼ିଶାରୁ ୫୦୦୦ କିଲୋମିଟର ଦୂରରେ ରହି ମଧ୍ୟ ଆମ ଓଡ଼ିଆ ପରମ୍ପରାକୁ ବଜାୟ ରଖିଥିବାରୁ ସମସ୍ତ ମହିଳାମାନଙ୍କୁ ବାହାରିନ ଓଡ଼ିଆ ସମାଜର ସଭାପତି ରାମଚନ୍ଦ୍ର ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ