Masthead

ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ କରାଯାଇଛି । ନିୟମ ନମାନିଲେ ଜରିମାନା ଲଗାଯିବା ସହ ଲାଇସେନ୍ସ ରଦ୍ଦ କରାଯିବ । ରାଜ୍ୟରେ ଚଳିତ ମାସରୁ ବାଧ୍ୟତାମୂଳକ ହେବ ଓଡ଼ିଆରେ ନାମଫଳକ। ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ।

ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ। ନିୟମ ଖିଲାପକାରୀଙ୍କୁ ୭ଦିନିଆ ନୋଟିସ ଦିଆଯିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପ୍ରଥମ ଥର ନିୟମ ଉଲ୍ଲଙ୍ଘନ କଲେ ୫ହଜାର, ଦ୍ୱିତୀୟ ଥର ନିୟମ ଭାଙ୍ଗିଲେ ୨୫ହଜାର ଜରିମାନା କରାଯିବ । ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଏହି ନିୟମର କଡ଼ାକଡ଼ି ନିରୀକ୍ଷଣ କରାଯିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର