Masthead

‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ଼ କଲେ ରାଜ୍ୟ ସରକାର । ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି । ଓଡ଼ିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ୟ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ