Masthead

IPLରେ ଚମକିବେ ଓଡ଼ିଆ

ଭୁବନେଶ୍ୱର (ବଡ଼ ଖବର): ଚମକିବେ ଓଡ଼ିଆ ଖେଳାଳି । ଚଳିତବର୍ଷ ଆଇପିଏଲ ନିଲାମିରେ ସାମିଲ ପାଇଁ ୬ ଓଡ଼ିଆ ଖେଳାଳି ମନୋନୀତ ହୋଇଛନ୍ତି । ଏହି ୬ଜଣ ଖେଳାଳି ଶୁଭ୍ରାଂଶୁ ସେନାପତି, ରାଜେଶ ଧୂପର, ରାଜେଶ ମହାନ୍ତି, ପପୁ ରାୟ, ଗୌରବ ଚୌଧୁରୀ, ତାରିଣୀ ସା । ଏହି ୬ ଖେଳାଳିଙ୍କ ନାଁ ବିସିସିଆଇକୁ ସୁପାରିଶ କରିଛି ଓସିଏ । ଏନେଇ ଓସିଏ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବ୍ରତ ବେହେରା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏହି ୬ ଜଣଙ୍କ ପ୍ରଦର୍ଶନ ବହୁତ ଭଲ ରହିଛି । ଆସନ୍ତା ଆଇପିଏଲରେ ଓଡ଼ିଆ ଖେଳାଳି ସ୍ଥାନ ପାଇବା ନେଇ ଆଶା କରାଯାଉଛି । ଏହି ଖେଳାଳିମାନେ ପ୍ରଥମେ ଆଇପିଏଲ ନିଲାମ ପୂର୍ବରୁ ହେଉଥିବା ଟ୍ରାଏଲରେ ଭାଗ ନେବେ ବୋଲି ଜଣାପଡିଛି । ଟ୍ରାଏଲରେ ଭଲ କଲେ ଵିସିସିଆଇ ସେମାନଙ୍କ ନାଁ ନିଲାମ ତାଲିକାରେ ପ୍ରକାଶ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି