Masthead

ଇଭିଏମରେ ତ୍ରୁଟି, ଭୋଟିଂ ବିଳମ୍ବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇଛି ମତଦାନର ପର୍ବ । ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ଦେଶରେ ଚାଲିଛି ୪ର୍ଥ ପର୍ଯ୍ୟାୟ ମତଦାନ । ଓଡ଼ିଶାରେ ୪ ଲୋକସଭା ଓ ୨୮ବିଧାନସଭା ଆସନରେ ଚାଲିଛି ମତଦାନ । ତେବେ ଏହାରି ଭିତରେ ଦେଖାଦେଇଛି ତ୍ରୁଟି । ଇଭିଏମ ମେସିନରେ ତ୍ରୁଟି କିଛି ସ୍ଥାନରେ ପୋଲିଂ ଆରମ୍ଭ ବିଳମ୍ବ ହୋଇଛି । ମାଲକାନଗିରି କୁମୁଟିଗୁଡ଼ାରେ ୬୬ ନଂ ବୁଥ୍‌ରେ ଇଭିଏମ ତ୍ରୁଟି ପାଇଁ ଭୋଟିଂ ବିଳମ୍ବରେ ଆରମ୍ଭ ହୋଇଛି । ସେହପରି ନୂଆପଡ଼ାର ୧୦୧ ନଂ ବୁଥ୍‌ରେ ଇଭିଏମ ତ୍ରୁଟିରୁ ମତଦାନ ବିଳମ୍ବ । ନୂଆପଡ଼ା ଖରିଆରର ଦୁଇଟି ସ୍ଥାନରେ ଇଭିଏମ ତ୍ରୁଟି ପାଇଁ ମତଦାନ ବିଳମ୍ବରେ ଆରମ୍ଭ ହୋଇଛି । ଲୋହରାପାଲି ୮୯ ବୁଥ ଓ ପୋଡ଼ାପାଲିର ୭୨ ନଂ ବୁଥ୍‌ରେ ମତଦାନ ବିଳମ୍ବ ମତଦାନ ବିଳମ୍ବ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି