Masthead

ଇଭିଏମ ଅଚଳ, ଭୋଟର ଅସନ୍ତୁଷ୍ଟ

ବାଙ୍କୀ (ବଡ଼ ଖବର ବ୍ୟୁରୋ): ରାଜ୍ୟ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ । ଶାନ୍ତି ଶୃଙ୍ଖଳାରେ ମତଦାନ କରୁଛନ୍ତି ଭୋଟର । ଏହାରି ଭିତରେ ଦେଖାଦେଇଛି ଅବ୍ୟବସ୍ଥା । ବାଙ୍କୀ ବ୍ରାହ୍ମଣୀଗାଁର ୨୧୮ ନଂ ବୁଥ୍‌ରେ ଇଭିଏମ ଅଚଳ । ପ୍ରାୟ ଦେଢ଼ ଘଣ୍ଟା ହେଲା ଇଭିଏମ ଅଚଳ ଯୋଗୁଁ ଭୋଟର ନିରାଶ । ବୁଥ୍‌ରେ ପହଞ୍ଚିଲେ ବିଡିଓ, ଧାଡ଼ିରେ ଅପେକ୍ଷା କରିଛନ୍ତି । ସେପଟେ ପୁରୀ କୃଷ୍ଣପ୍ରସାଦ ବ୍ଲକ୍‌ ରସଦି ଗାଁରେ ଅଧାରୁ ଇଭିଏମ ଅଚଳ ହୋଇଯାଇଛି । ଭୋଟ ଦେଇ ନ ପାରି ଧାଡ଼ିରେ ଅପେକ୍ଷା କରିଛନ୍ତି ଭୋଟର । ପ୍ରାୟ ୪୦ ମିନିଟ୍‌ ହେଲା ଇଭିଏମ ଅଚଳ ହେବାରୁ ଭୋଟର ଅସନ୍ତୁଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ