Masthead

ବିଧାନସଭାରେ ପାରିତ ହେବ ୯୫ ହଜାର କୋଟି ଲେଖା ଅନୁଦାନକୁ ବ୍ୟୟ ମଞ୍ଜୁର ବିଲ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସପ୍ତଦଶ ବିଧାନସଭା ଅଧିବେଶନର ଆଜି ହେଉଛି ଅଷ୍ଟମ ଦିନ । କୃଷି ଓ କୃଷକ ସଶକ୍ତି କରଣ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ,ଶକ୍ତି,ସମବାୟ, ମତ୍ସ୍ୟ ଓ ପଶୁ ସମ୍ପଦ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦୋଗ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ଉପରେ ପ୍ରଶ୍ନକାଳ ରହିଛି  । ଗୃହର ସଦସ୍ୟ ମାନେ ଚାହିଁଲେ ଭିନ୍ନ ପ୍ରଶ୍ନ ପଚାରିପାରିବେ  । ଅନ୍ୟପଟେ ଶୂନ୍ୟକାଳରେ ବେଶ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଓ ଶାସକ ଗୃହରେ ଉଠାଇବେ  ।  ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଅଣାଯିବ । ୯୫ ହଜାର କୋଟି ଲେଖା ଅନୁଦାନକୁ ବ୍ୟୟ ମଂଜୁର ବିଲ ଜରିଆରେ ପାରିତ କରାଯିବ ରହିଛି ଯୋଜନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ