Masthead

ବଜେଟ ଅଧିବେଶନର ଦ୍ୱିତୀୟ ଦିନ, ସରଗରମ ରହିବ ଗୃହ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ବଜେଟ ଅଧିବେଶନର ଆଜି ହେଉଛି ଦ୍ବିତୀୟ ଦିନ । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ-ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ରହିଛି ପ୍ରଶ୍ନକାଳ । ଶୂନ୍ୟ କାଳରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ରାସନ କାର୍ଡ ଅବ୍ୟବସ୍ଥା, କୋଟିଆ ପରି ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ । ସେହିପରି ବିରୋଧୀ କଂଗ୍ରେସ ପକ୍ଷରୁ ଧାନର କଟନି ଛଟନି ଓ ମଣ୍ଡି ଅବ୍ୟବସ୍ଥାକୁ ନେଇ ମୁଲତବି ପ୍ରସ୍ତାବ ଦିଆଯାଇଛି । ଏହାପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ । ତେବେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି