Masthead

ଆଜି ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ। ବେଶ୍ ସରଗରମ ରହିବ ଗୃହ । ଆଜି ଗୃହରେ ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ । ବିଧାନସଭାରେ ଆଜି କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ସମବାୟ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା