Masthead

ଆଜି ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ। ବେଶ୍ ସରଗରମ ରହିବ ଗୃହ । ଆଜି ଗୃହରେ ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ । ବିଧାନସଭାରେ ଆଜି କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ସମବାୟ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା