Masthead

ତୃତୀୟ ଦିନରେ ବି କମ୍ପିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ। ଆଜି ବି ସରଗରମ ରହିବ ଗୃହ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ପ୍ରଥମ ଦୁଇ ଦିନ ଚାଲିପାରିନାହିଁ ଗୃହ। ଏହାରି ଭିତରେ ଆଜି ଗୃହ ସ୍ୱାଭାବିକ ଚାଲିବ ନା ବିରୋଧୀଙ୍କ ହଙ୍ଗାମାରେ ଚାଲିଯିବ ଦିନ। ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କ ଘେରିବାକୁ ପ୍ରୟାସ କରିଛନ୍ତି ଉଭୟ ବିଜେଡି ଓ କଂଗ୍ରେସ। ଗତକାଲି ବିଜେଡି ସଭ୍ୟ ଧ୍ରୁବ ସାହୁ, ବାଚସ୍ପତିଙ୍କ ମାଇକ ଛିଣ୍ଡାଇ ଦେଇଥିଲେ।

ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବାରୁ ଅପରାହ୍ନ ୪ଟା ୨୮ରେ ଗୃହକୁ ମୁଲତବୀ କରିଥିଲେ ବାଚସ୍ପତି। ଏହାରି ଭିତରେ ବିରୋଧୀ ଦଳ ପୁଣିଥରେ ସେହି ପ୍ରସଙ୍ଗ ଉଠାଇ ପାରନ୍ତି। ବିରୋଧୀଙ୍କ ଦାବି ହେଲା, ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ। ଓଡ଼ିଆ ପୁଅକୁ ସୁରକ୍ଷା ଦାବି କରି ଗୃହର ମଧ୍ୟ ଭାଗରେ ବିକ୍ଷୋଭ କରିଥିଲେ ବିରୋଧୀ । ଆଉ ଏହି ପ୍ରସଙ୍ଗରେ ସରକାରଙ୍କ ଉତ୍ତର ଦିଅନ୍ତୁ ବୋଲି ବିରୋଧୀ ଦଳ ଦାବି କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ